
ଭୁବନେଶ୍ୱର, 15 ନଭେମ୍ବର (ହି.ସ.)- ଶହୀଦ
ବିର୍ସା ମୁଣ୍ଡାଙ୍କଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ବିପ୍ଳବୀ
ସ୍ୱାଧୀନତା ସଂଗ୍ରାମୀ ତଥା ଜନନାୟକ ଶହୀଦ ବିର୍ସା ମୁଣ୍ଡାଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି
ଜଣାଉଛି। ମାଟି ମା'ର ସେବାରେ ତାଙ୍କ ତ୍ୟାଗ ଅମୂଲ୍ୟ। ଆଦିବାସୀଙ୍କ ସ୍ୱାର୍ଥ ସୁରକ୍ଷାଠୁ
ନେଇ ସ୍ୱାଭିମାନର ଲଢ଼େଇରେ ସେ ଚିର ଆଦର୍ଶ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା