ସ୍ୱର୍ଗତ ପ୍ରାଣନାଥ ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 16 ନଭେମ୍ବର (ହି.ସ.)- ସ୍ୱର୍ଗତ ପ୍ରାଣନାଥ ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ,
ସ୍ୱର୍ଗତ ପ୍ରାଣନାଥ ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କୁ     ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 16 ନଭେମ୍ବର (ହି.ସ.)- ସ୍ୱର୍ଗତ ପ୍ରାଣନାଥ ପଟ୍ଟନାୟକଙ୍କ

ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା

ସଂଗ୍ରାମୀ, ପ୍ରଜାମଣ୍ଡଳ ଆନ୍ଦୋଳନର

ଅନ୍ୟତମ ପ୍ରେରଣାଦାତା ସ୍ୱର୍ଗତ ପ୍ରାଣନାଥ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande