ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ; ପରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ
ଭୁବନେଶ୍ୱର, ୧୭ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ସେହିପରି ଆଗାମ
ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ; ପରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ


ଭୁବନେଶ୍ୱର, ୧୭ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ ।

ସେହିପରି ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande