
ଭୁବନେଶ୍ୱର, ୧୮ ନଭେମ୍ବର (ହି.ସ)- ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରଦ୍ଧାଂଜଳି ଜଣାଇଛନ୍ତି।
ସାମାଜିକ ଗଣମାଧ୍ୟମ ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଆମ ଦଳର ନେତା ସ୍ୱର୍ଗତ ସମୀର ଦେ’(ଦାଦା) ଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା