ସମୀର ଦେଙ୍କ ଶ୍ରାଦ୍ଧ ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 18 ନଭେମ୍ବର (ହି.ସ.)- ସମୀର ଦେଙ୍କ ଶ୍ରାଦ୍ଧ ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ ମନ୍ତ୍ରୀ ଆଦରଣୀୟ ସ୍ୱର୍ଗତ ସମୀର ଦେଙ୍କ
ସମୀର ଦେଙ୍କ ଶ୍ରାଦ୍ଧ ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ     କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 18 ନଭେମ୍ବର (ହି.ସ.)- ସମୀର ଦେଙ୍କ ଶ୍ରାଦ୍ଧ ବାର୍ଷିକୀରେ ବିନମ୍ର

ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ ମନ୍ତ୍ରୀ ଆଦରଣୀୟ ସ୍ୱର୍ଗତ ସମୀର ଦେଙ୍କ

ଶ୍ରାଦ୍ଧ ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି । ଓଡ଼ିଶାର ଉନ୍ନତି ପାଇଁ ସେ ନିରନ୍ତର ପରିଶ୍ରମ

କରିଥିବା ଜଣେ ସମର୍ପିତ ନିଷ୍ଠାବାନ ସେବକ ଓ ଦୃଢ଼ ସଂଗଠକ ଥିଲେ । ଗରିବ ଓ ପଛୁଆ ବର୍ଗଙ୍କ

ଉନ୍ନତି ପାଇଁ ତାଙ୍କ ନିଷ୍ଠା ଆମ ସମସ୍ତଙ୍କ ପାଇଁ ପ୍ରେରଣା । ଜନସେବା ପ୍ରତି ତାଙ୍କ ଅତୁଟ

ସମର୍ପଣ ଓ ଶୃଙ୍ଖଳାପୂର୍ଣ୍ଣ ଜୀବନ ସର୍ବଦା ଆମ ଦଳର ପଥପଦର୍ଶନ କରିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande