
ଭୁବନେଶ୍ୱର, 18 ନଭେମ୍ବର (ହି.ସ.)- କ୍ରାନ୍ତିକାରୀ
ବଟୁକେଶ୍ଵର ଦତ୍ତଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ,
କ୍ରାନ୍ତିକାରୀ ବଟୁକେଶ୍ଵର ଦତ୍ତଙ୍କ ଜୟନ୍ତୀରେ ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଜଣାଉଛି। ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଯୋଗଦାନ ସର୍ବଦା ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା