ସମୀର ଦେଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 18 ନଭେମ୍ବର (ହି.ସ.)- ସମୀର ଦେଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ସମର୍ପିତ କାର୍ଯ୍ୟକର୍ତ୍ତା, ଦୃଢ଼ ସଂଗଠକ, ଏବଂ ପରିଶ୍ରମୀ
ସମୀର ଦେଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ     ପ୍ରଭାତି ପରିଡା


ଭୁବନେଶ୍ୱର, 18 ନଭେମ୍ବର (ହି.ସ.)- ସମୀର ଦେଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି

ପରିଡା କହିଛନ୍ତି ଯେ, ସମର୍ପିତ କାର୍ଯ୍ୟକର୍ତ୍ତା, ଦୃଢ଼ ସଂଗଠକ, ଏବଂ ପରିଶ୍ରମୀ

ରାଜନେତା ଭାବେ ଆମ ସମସ୍ତଙ୍କ ପ୍ରେରଣା ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ସମୀର ଦେଙ୍କ ଶ୍ରାଦ୍ଧ

ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।

ଜନସେବା ପ୍ରତି ତାଙ୍କ ଉତ୍ସର୍ଗୀକୃତ ମନୋଭାବ ଏବଂ ନିଷ୍ଠା ପାଇଁ ସେ ଚିର ସ୍ମରଣୀୟ

ରହିବେ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା

 rajesh pande