
ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ଆସନ୍ତା ୨୧
ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି
ମହାରାଜାଙ୍କ ଅଧ୍ୟକ୍ଷତାରେ ହେବ ବୈଠକ । ରତ୍ନ ଅଳଙ୍କାର ଗଣତି ମଣତି, ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନେଇ ହେବ ଆଲୋଚନା ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା