ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ସାହସ ଏବଂ ବୀରତ୍ଵର ପ୍ରତୀକ ଝାନ୍‌ସୀ ରାଣୀ ଲକ୍ଷ୍ମୀବାଇଙ୍କ ଜ
ରାଣୀ ଲକ୍ଷ୍ମୀବାଈଙ୍କ     ଜୟନ୍ତୀରେ ତାଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 19 ନଭେମ୍ବର (ହି.ସ.)- ରାଣୀ

ଲକ୍ଷ୍ମୀବାଈଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ସାହସ ଏବଂ ବୀରତ୍ଵର ପ୍ରତୀକ

ଝାନ୍‌ସୀ ରାଣୀ ଲକ୍ଷ୍ମୀବାଇଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କର ଜୀବନ

କାହାଣୀ ଆମ ସମସ୍ତଙ୍କ ପାଇଁ ଏକ ପ୍ରେରଣାର ଉତ୍ସ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande