
ନୂଆଦିଲ୍ଲୀ, 19 ନଭେମ୍ବର (ହି.ସ.)- କିରଣ
ରିଜିଜୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ
ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁଙ୍କୁ
ଜନ୍ମଦିନର ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ଆଶୀର୍ବାଦ ଦିଅନ୍ତୁ । ଆପଣଙ୍କ ଉତମ
ସ୍ୱାସ୍ଥ୍ୟ, ସୁଖ ଓ ଦେଶସେବାରେ ନିରବଚ୍ଛିନ୍ନ ସଫଳତା କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା