ଶ୍ରୀକାକୁଲମ ଅଘଟଣରେ ପ୍ରାଣହାନି ଘଟିଥିବା ରୂପାଙ୍କ ପରିବାର ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 02 ନଭେମ୍ବର (ହି.ସ.) ଗଞ୍ଜାମ ଜିଲ୍ଲା ଗୁଡ଼ିଆପଦରର ରଙ୍ଗଲା ରୁପା (ପିତା - ରଙ୍ଗଲା ଦିନେଶ) ଙ୍କର ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମଠାରେ ଘଟିଥିବା ଅଘଟଣରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା
ଶ୍ରୀକାକୁଲମ ଅଘଟଣରେ     ପ୍ରାଣହାନି ଘଟିଥିବା ରୂପାଙ୍କ ପରିବାର ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 02

ନଭେମ୍ବର (ହି.ସ.) ଗଞ୍ଜାମ ଜିଲ୍ଲା ଗୁଡ଼ିଆପଦରର ରଙ୍ଗଲା ରୁପା (ପିତା - ରଙ୍ଗଲା ଦିନେଶ) ଙ୍କର

ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମଠାରେ ଘଟିଥିବା ଅଘଟଣରେ ପ୍ରାଣହାନି ସମ୍ପର୍କରେ ଜାଣି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ

ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ

ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ₹୬ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ

କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande