
ଭୁବନେଶ୍ଵର, ୨ ନଭେମ୍ବର (ହି.ସ.)- ରାଜ୍ୟର ଜିଲ୍ଲା ଗୁଡିକରେ ଆଗାମୀ ୨ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ । ଏହାପରେ ମଧ୍ୟ ପାଗରେ କୌଣସି ବଡ ଧରଣର ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ