
ଭୁବନେଶ୍ୱର, 2 ନଭେମ୍ବର (ହି.ସ.)- ଭିକାରୀ
ବଳଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ
ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ
ଭକ୍ତ ତଥା ଭଜନ ସମ୍ରାଟ ଭାବେ ଓଡ଼ିଶାର ଘରେ ଘରେ ପରିଚିତ ଭିକାରୀ ବଳଙ୍କ ପୁଣ୍ୟତିଥିରେ କୋଟି
କୋଟି ପ୍ରଣାମ ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା