
ଭୁବନେଶ୍ୱର, 20 ନଭେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିହାରର ରାଜଧାନୀ ପାଟନା ଗସ୍ତରେ ଯିବେ । ସେ ସେଠାରେ ନୀତିଶ କୁମାରଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସାମିଲ ହେବେ । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ସୂତ୍ରରୁ ଏହି ସୂଚନା ମିଳିଛି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ