ଦେଶୀ ମଦ ଚାଲାଣ ବେଳେ ଚଢ଼ଉ
ଜୟପୁର, ୨୦ ନଭେମ୍ବର (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ପକ୍ଷରୁ ଆଜି ଚଢଉ କରି ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲା ବଙ୍ଗାଳିଗୁଡା ର ରାମ ଦାସ ପରଜା । ସୂଚନା ଅନୁଯାୟୀ, ଦେଶି ମଦ ଚାଲାଣ ସୂଚନା ପାଇ ଜୟପୁର ଅବକାରି ଥାନା ପକ୍ଷରୁଆଜି ଚଢଉ କରି ଅଭିଯ
ଦେଶୀ ମଦ ଚାଲାଣ ବେଳେ ଚଢ଼ଉ


ଜୟପୁର, ୨୦ ନଭେମ୍ବର (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ପକ୍ଷରୁ ଆଜି ଚଢଉ କରି ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲା ବଙ୍ଗାଳିଗୁଡା ର ରାମ ଦାସ ପରଜା ।

ସୂଚନା ଅନୁଯାୟୀ, ଦେଶି ମଦ ଚାଲାଣ ସୂଚନା ପାଇ ଜୟପୁର ଅବକାରି ଥାନା ପକ୍ଷରୁଆଜି ଚଢଉ କରି ଅଭିଯୁକ୍ତକୁ ଗିରଫ କରି ତା ଠାରୁ ୭ ଲିଟର ଦେଶି ମଦ ଜବତ କରାଯାଇଛି । ଗିରଫ ଅଭିଯୁକ୍ତକୁ ଆଜି କୋର୍ଟଚାଲାଣ କରିଥିବା ଅବକାରି ଥାନା ଓଆଇସି ସୁବ୍ରତ କେଶରି ହିରନ ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande