ଆତ୍ମନିର୍ଭର ଭାରତ କର୍ମଶାଳା ଅନୁଷ୍ଠିତ
କେନ୍ଦୁଝର, ୨୧ ନଭେମ୍ବର (ହି.ସ.)- ତେଲକୋଇ ନିର୍ବାଚନ ମଣ୍ଡଳୀର ବକ୍ସିବାରିଗାଁ ଠାରେ ଆତ୍ମନିର୍ଭର ଭାରତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସାଂସଦ ଅନନ୍ତ ନାୟକ ଯୋଗଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସଭାପତି ଶୁକଦେବ ମହାନ୍ତ ଏବଂ ତେଲକୋଇ ବିଧାୟକ ଡ଼ା. ଫକୀର ମ
ଆତ୍ମନିର୍ଭର ଭାରତ କର୍ମଶାଳା ଅନୁଷ୍ଠିତ


କେନ୍ଦୁଝର, ୨୧ ନଭେମ୍ବର (ହି.ସ.)-

ତେଲକୋଇ ନିର୍ବାଚନ ମଣ୍ଡଳୀର ବକ୍ସିବାରିଗାଁ ଠାରେ ଆତ୍ମନିର୍ଭର ଭାରତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସାଂସଦ ଅନନ୍ତ ନାୟକ ଯୋଗଦେଇଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସଭାପତି ଶୁକଦେବ ମହାନ୍ତ ଏବଂ ତେଲକୋଇ ବିଧାୟକ ଡ଼ା. ଫକୀର ମୋହନ ନାଏକ ଯୋଗଦେଇ ସରକାରଙ୍କ ଆତ୍ମନିର୍ଭର ଯୋଜନାକୁ ତଳସ୍ତର ପର୍ଯ୍ୟନ୍ତ ପହଞ୍ଚାଇବାକୁ କର୍ମୀ ମାନଙ୍କୁ ଆହ୍ଵାନ ଦେଇଥିଲେ।

ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA


 rajesh pande