ଡ଼. ହରେକୃଷ୍ଣ ମହତାବଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ ଆଜି
ଭୁବନେଶ୍ୱର, 21 ନଭେମ୍ବର (ହି.ସ.)ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଉତ୍କଳ କେଶରୀ ଡ଼. ହରେକୃଷ୍ଣ ମହତାବଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ ପାଳନ କରାଯିବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ।ରବୀନ୍ଦ୍ର ମଣ୍ଡପରେ ଏହି
ଡ଼. ହରେକୃଷ୍ଣ ମହତାବଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ ଆଜି


ଭୁବନେଶ୍ୱର, 21 ନଭେମ୍ବର (ହି.ସ.)ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଉତ୍କଳ କେଶରୀ ଡ଼. ହରେକୃଷ୍ଣ ମହତାବଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ ପାଳନ କରାଯିବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ।ରବୀନ୍ଦ୍ର ମଣ୍ଡପରେ ଏହି କାର୍ଯ୍ୟକ୍ରମ ଅପରାହ୍ନ 4ଟାରେ ଅନୁଷ୍ଠିତ ହେବ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande