ଆଜି ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନ କାର୍ଯ୍ୟକ୍ରମ
ଭୁବନେଶ୍ୱର, 21 ନଭେମ୍ବର (ହି.ସ.)ଆଜି ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ଏବଂ ଅନ୍ୟ ବରିଷ୍ଠ ଅତିଥି ଗଣ ଉପସ୍ଥିତ ରହିବେ । ---------------
ଆଜି ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନ କାର୍ଯ୍ୟକ୍ରମ


ଭୁବନେଶ୍ୱର, 21 ନଭେମ୍ବର (ହି.ସ.)ଆଜି ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ଏବଂ ଅନ୍ୟ ବରିଷ୍ଠ ଅତିଥି ଗଣ ଉପସ୍ଥିତ ରହିବେ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande