
ଭୁବନେଶ୍ୱର, ୨୧ ନଭେମ୍ବର (ହି.ସ.)- ରାଜ୍ୟର କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ଆଜି ସକାଳେ ହାଲୁକା କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ରୁ ୧୦୦୦ ମିଟର ମଧ୍ୟରେ ରହିଥିଲା । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ