ବିଧାନସଭା ପରିସରରେ ଡ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 21 ନଭେମ୍ବର (ହି.ସ.) ଉତ୍କଳ କେଶରୀ ଡ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସର ରେ ଓଡ଼ିଶା ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ବାଚସ୍ପତି ସୁରମା ପା
ବିଧାନସଭା ପରିସରରେ ଡ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଂଜଳି ଜ୍ଞାପନ କଲେ     ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 21 ନଭେମ୍ବର (ହି.ସ.) ଉତ୍କଳ କେଶରୀ ଡ ହରେକୃଷ୍ଣ

ମହତାବଙ୍କ ଜୟନ୍ତୀ ଅବସର ରେ ଓଡ଼ିଶା ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ

ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ବାଚସ୍ପତି

ସୁରମା ପାଢ଼ୀ , ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ

ପରିଡ଼ା ଏବଂ ଉପସ୍ଥିତ ମନ୍ତ୍ରୀ ଓ ବିଧାୟକ ଗଣ ମଧ୍ୟ ତାଙ୍କ ପର୍ତିମୂର୍ତ୍ତିରେ ଶ୍ରଦ୍ଧାଂଜଳି

ଜ୍ଞାପନ କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande