ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ନାଁରେ ଟାଉନ୍ ଥାନାରେ ଏତଲା
ଭୁବନେଶ୍ୱର, 21 ନଭେମ୍ବର (ହି.ସ.)- ହ୍ୟୁମାନଙ୍କ ଦୁଇ ଜଣ ମ୍ୟାନେଜରଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି । ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ବଲାଙ୍ଗୀର ଟାଉନ ଥାନାରେ ଏତଲା ଦିଆଯାଇଥିବା ସୂଚନା ମିଳିଛି । ଏତଲାରେ କୁହାଯାଇଛି ଯେ ଷଡଯନ୍ତ୍ର
ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ନାଁରେ ଟାଉନ୍ ଥାନାରେ ଏତଲା


ଭୁବନେଶ୍ୱର, 21 ନଭେମ୍ବର (ହି.ସ.)- ହ୍ୟୁମାନଙ୍କ ଦୁଇ ଜଣ

ମ୍ୟାନେଜରଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି । ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ

ବେହେରାଙ୍କ ନାଁରେ ବଲାଙ୍ଗୀର ଟାଉନ ଥାନାରେ ଏତଲା ଦିଆଯାଇଥିବା ସୂଚନା ମିଳିଛି । ଏତଲାରେ

କୁହାଯାଇଛି ଯେ ଷଡଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଛି । ବଲାଙ୍ଗୀରର ବିଭିନ୍ନ ସଂଗଠନ

ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ହ୍ୟୁମାନଙ୍କ ମା’ଙ୍କୁ ର୍ଦୁବ୍ୟବହାର

ନେଇ ମଧ୍ୟ ଅଭିଯୋଗ ହୋଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande