ରାଉରକେଲାରେ ଘନ କୁହୁଡ଼ି ଅନୁଭୂତ
ଭୁବନେଶ୍ୱର, ୨୨ ନଭେମ୍ବର (ହି.ସ.)- ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ଆଜି ସକାଳେ ଘନ କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଥିଲା । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande