
ଭୁବନେଶ୍ୱର, 23 ନଭେମ୍ବର (ହି.ସ.) ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ବାଚସ୍ପତି, ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଧାୟକ, ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ l
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ