ନଭେମ୍ବର ୨୪ରେ  ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ଆସନ୍ତାକାଲି ନଭେମ୍ବର ୨୪ରେ ସୋମବାର ସକାଳ ୧୦. ୩୦ ସମୟରୁ ଭୁବନେଶ୍ୱର ୟୁନିଟ ୨ ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ମୁଖ୍ୟମନ୍ତ୍ରୀ ଜନଶୁଣାଣି କରିବେ l ଗତ ସେପ୍ଟେମ୍ବର ୮ ତାରିଖରେ ମୁଖ୍ୟ
ନଭେମ୍ବର ୨୪ରେ      ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି


ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ଆସନ୍ତାକାଲି ନଭେମ୍ବର ୨୪ରେ ସୋମବାର ସକାଳ ୧୦. ୩୦ ସମୟରୁ ଭୁବନେଶ୍ୱର ୟୁନିଟ ୨

ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ମୁଖ୍ୟମନ୍ତ୍ରୀ ଜନଶୁଣାଣି

କରିବେ l ଗତ ସେପ୍ଟେମ୍ବର ୮

ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ

କରିଥିଲେ, ଏହି ଶୁଣାଣି

ସେମାନଙ୍କ ପାଇଁ ଉଦ୍ଦିଷ୍ଟ l ସେମାନଙ୍କୁ ଆଉ

ପୁନଃ ପଞ୍ଜୀକରଣର ଆବଶ୍ୟକତା ନାହିଁ l ଏନେଇ ସାଧାରଣ

ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande