
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ସମ୍ଭାବ୍ୟ ବାତ୍ୟା ପାଇଁ ସରକାର ଗୁରୁତର
ସହ ନେଇଛନ୍ତି ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି । ନିଜେ
ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରୁଛନ୍ତି ସମୀକ୍ଷା କରୁଛନ୍ତି। ସରକାର ଏହାକୁ ଠିକ୍ ଭବେ ପରିଚାଳିତ
କରିବେ ବୋଲି ମନ୍ତ୍ରୀ କହିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା