ବିଧାନସଭା ପରିସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ବିଧାନସଭା ପରିସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବିଶିଷ୍
ବିଧାନସଭା ପରିସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଂଜଳି ଜ୍ଞାପନ କଲେ     ପ୍ରଭାତି ପରିଡା


ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ବିଧାନସଭା

ପରିସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି

ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ

ତଥା ଓଡ଼ିଶାର ଦ୍ଵିତୀୟ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ଅବସରରେ

ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି

ଜଣାଇଲି ।

ଏହି ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ଉପମୁଖ୍ୟମନ୍ତ୍ରୀ

ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande