ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ସ୍ମରଣ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ
ପୂର୍ବତନ ମୁଖ୍ୟମନ୍ତ୍ରୀ     ନବକୃଷ୍ଣ ଚୌଧୁରୀଙ୍କ ସ୍ମରଣ କଲେ ପ୍ରଭାତି ପରିଡା


ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ପୂର୍ବତନ

ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା

। ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା

ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ଅବସରରେ କୋଟି

କୋଟି ପ୍ରଣାମ ଜଣାଉଛି । ତାଙ୍କ ସରଳ ଜୀବନଶୈଳୀ

ଏବଂ ମାତୃଭୂମି ପ୍ରତି ସମର୍ପଣ ଭାବ ପ୍ରେରଣାଦାୟୀ ।

ହୀରାକୁଦ ବନ୍ଧ ନିର୍ମାଣ,

ବୁର୍ଲା ବୈଷୟିକ ମହାବିଦ୍ୟାଳୟ

ପ୍ରତିଷ୍ଠା ଏବଂ ଓଡ଼ିଆ ଭାଷାକୁ ସରକାରୀ ଭାଷାରେ ପରିଣତ କରିବା ଆଦି ପଦକ୍ଷେପରେ ନବକୃଷ୍ଣଙ୍କ

ଦୃଢ଼ ନେତୃତ୍ୱ ପ୍ରତିଫଳିତ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande