
ଭୁବନେଶ୍ୱର, 23 ନଭେମ୍ବର (ହି.ସ.)- ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ଓ
ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ବିଭାଗ
ସତର୍କ ଅଛି ଓ ମୁକାବିଲା ପାଇଁ ମଧ୍ୟ ପ୍ରସ୍ତୁତ ଅଛି । ପ୍ରଥମେ ତାମିଲନାଡୁ,
ଆନ୍ଧ୍ର ଓ ପରେ ଓଡ଼ିଶାରେ ପ୍ରଭାବ ସମ୍ଭାବନା ଅଛି । ୨୪ ତାରିଖ
ବେଳକୁ ଅଧିକ ସ୍ପଷ୍ଟତା ଆସିପାରିବ ବୋଲି ସୁରେଶ ପୂଜାରୀ କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା