ଆଜି ଶ୍ରୀ ବଳଦେବଜୀଉଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ
କେନ୍ଦ୍ରାପଡା, ୨୪ ନଭେମ୍ବର (ହି.ସ.)- ଆଜି ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର। ଏନେଇ ସକାଳ ୮ଟା ଠାରୁ ଦିନ ୧୨ଟା ପର୍ଯ୍ୟନ୍ତ ଚାରି ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର ନୀତି କରାଯିବ। ଜୟ ମଙ୍ଗଳା ଆଳତି ପରେ ଚିତ୍ରକର ସେବକ ରତ୍ନ ସିଂହାସନକୁ ଯାଇ ମହାପ୍ରଭୁଙ୍
ଆଜି ଶ୍ରୀ ବଳଦେବଜୀଉଙ୍କ ଦର୍ଶନ ୪ ଘଣ୍ଟା ବନ୍ଦ


କେନ୍ଦ୍ରାପଡା, ୨୪ ନଭେମ୍ବର (ହି.ସ.)- ଆଜି ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର। ଏନେଇ ସକାଳ ୮ଟା ଠାରୁ ଦିନ ୧୨ଟା ପର୍ଯ୍ୟନ୍ତ ଚାରି ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର ନୀତି କରାଯିବ। ଜୟ ମଙ୍ଗଳା ଆଳତି ପରେ ଚିତ୍ରକର ସେବକ ରତ୍ନ ସିଂହାସନକୁ ଯାଇ ମହାପ୍ରଭୁଙ୍କ ଏହି ଶ୍ରୀଅଙ୍ଗ ସେବା କାର୍ଯ୍ୟ ତୁଲାଇବେ। ଏହା ଶ୍ରୀ ବଳଦେବଜୀଉଙ୍କ ସମୂର୍ଣ୍ଣ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ସକାଳ ଆଠଟାରୁ ଦିନ ବାରଟା ଚାରି ଘଣ୍ଟା ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ତରଫରୁ ପୂର୍ବରୁ ସୂଚନା ଦିଆଯାଇଛି।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande