ଆସନ୍ତା କାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା
ଭୁବନେଶ୍ୱର, 24 ନଭେମ୍ବର (ହି.ସ.)- ଆସନ୍ତା କାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା । ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ଚାଷୀଙ୍କ ପାଇଁ ମଣ୍ଡି ଗୁଡ଼ିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ
ଆସନ୍ତା କାଲିଠୁ     ରାଜ୍ୟରେ ଆରମ୍ଭ ହେବ ଧାନକିଣା


ଭୁବନେଶ୍ୱର, 24 ନଭେମ୍ବର (ହି.ସ.)- ଆସନ୍ତା

କାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା । ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ

ସାମନ୍ତ । ଚାଷୀଙ୍କ ପାଇଁ ମଣ୍ଡି ଗୁଡ଼ିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।ମଣ୍ଡିରେ

ଖାଦ୍ୟ, ପାନୀୟ,

ଶୌଚାଳୟ ଭଳି ସବୁ

ବ୍ୟବସ୍ଥା କରାଯାଇଛି । ଠିକ୍‌ ସମୟରେ ଗାଡ଼ି ପହଞ୍ଚାଇବା ପାଇଁ ମିଲ୍‌ ମାଲିକଙ୍କୁ କଡ଼ା

ନିର୍ଦ୍ଦେଶ ଦିଆଯାଇଛି । ଧାନ କିଣା ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଦେଶ

ଦିଆଯାଇଛି । କଟ୍‌ନି ଛଟ୍‌ନି ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି ବୋଲି ସମବାୟ ମନ୍ତ୍ରୀ

କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande