
ଭୁବନେଶ୍ୱର,୨୫ ନଭେମ୍ବର (ହି.ସ)- ଓଡିଶା ଏବଂ ଗୁଜୁରାଟ ମଧ୍ୟରେ ଯାତ୍ରୀ ସୁବିଧାରେ ବୃଦ୍ଧି ଏବଂ ଦୂରଗାମୀ ସଂଯୋଗୀକରଣକୁ ଉନ୍ନତ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ଟ୍ରେନ୍ ନମ୍ବର ୧୯୦୨୧/୧୯୦୨୨ ଉଧନା-ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସ୍ ର ଚଳାଚଳ ସପ୍ତାହରେ ତିନିଦିନ ପରିବର୍ତେ ନିୟମିତ ଚଳାଚଳ କରିବା ପାଇଁ ଅନୁମୋଦନ କରିଛି ।
ଉପରୋକ୍ତ ପରିବର୍ତନଗୁଡିକ ଖୁବଶୀଘ୍ର ଯାତ୍ରୀମାନଙ୍କ ପାଇଁ କାର୍ଯ୍ୟକାରୀ ହେବ, ଯାହା ପରେ ସୂଚିତ କରାଯିବ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା