ଦେଶି ମଦ ଚାଲାଣ ବେଳେ ଚଢଉ, ଜଣେ ଗିରଫ
ଜୟପୁର, ୨୫ ନଭେମ୍ବର (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ପକ୍ଷରୁ ଆଜି ଚଢଉ କରି ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲା କଳାଗୁଡାର ପବିତ୍ର ହିଆଲ (୧୯) । ସୂଚନା ଅନୁଯାୟୀ, ବାଇକ ରେ ଦେଶି ମଦ ଚାଲାଣ ହେଉଥିବା ସୂଚନା ପାଇ ଦୁବୁଲିରେ ଚଢଉ କ
ଦେଶି ମଦ ଚାଲାଣ ବେଳେ ଚଢାଉ,   ଜଣେ ଗିରଫ


ଜୟପୁର, ୨୫ ନଭେମ୍ବର (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ପକ୍ଷରୁ ଆଜି ଚଢଉ କରି ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲା କଳାଗୁଡାର ପବିତ୍ର ହିଆଲ (୧୯) ।

ସୂଚନା ଅନୁଯାୟୀ, ବାଇକ ରେ ଦେଶି ମଦ ଚାଲାଣ ହେଉଥିବା ସୂଚନା ପାଇ ଦୁବୁଲିରେ ଚଢଉ କରାଯାଇଥିଲା । ଚଢଉ କରି ୪୦ ଲିଟର ଦେଶି ମଦ ଓ ବାଇକ କୁ ଜବତ କରାଯାଇଥିଲା । ଗିରଫ ଅଭିଯୁକ୍ତକୁ ଆଜି କୋର୍ଟ ଚାଲାଣ କରାଯାଇଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande