ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ : ପରବର୍ତୀ ୫ ଦିନ ମଧ୍ୟରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ
ଭୁବନେଶ୍ୱର, ୨୫ ନଭେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ । ଏବଂ ପରବର୍ତୀ ୫ ଦିନ ମଧ୍ୟରେ ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍
ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ : ପରବର୍ତୀ ୫ ଦିନ ମଧ୍ୟରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ


ଭୁବନେଶ୍ୱର, ୨୫ ନଭେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ । ଏବଂ ପରବର୍ତୀ ୫ ଦିନ ମଧ୍ୟରେ ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande