ଆଜି ଠାରୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା
ଭୁବନେଶ୍ୱର, 25 ନଭେମ୍ବର (ହି.ସ.)- ଆଜି ଠାରୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା । ଚାଷୀଙ୍କ ପାଇଁ ମଣ୍ଡି ଗୁଡ଼ିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା କରାଯାଇଛି । ଠିକ୍‌ ସମୟରେ ଗାଡ଼ି ପହଞ୍ଚାଇବା ପାଇଁ ମିଲ୍‌ ମାଲିକଙ୍କୁ କଡ଼ା ନିର୍ଦ୍ଦ
ଆଜି ଠାରୁ     ରାଜ୍ୟରେ ଆରମ୍ଭ ହେବ ଧାନକିଣା


ଭୁବନେଶ୍ୱର, 25 ନଭେମ୍ବର (ହି.ସ.)- ଆଜି ଠାରୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା । ଚାଷୀଙ୍କ ପାଇଁ ମଣ୍ଡି ଗୁଡ଼ିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା କରାଯାଇଛି । ଠିକ୍‌ ସମୟରେ ଗାଡ଼ି ପହଞ୍ଚାଇବା ପାଇଁ ମିଲ୍‌ ମାଲିକଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ଧାନ କିଣା ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । କଟ୍‌ନି ଛଟ୍‌ନି ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande