ବିଜେଡିର ସିନିଅର ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ
ଭୁବନେଶ୍ବର, 25 ନଭେମ୍ବର (ହି.ସ.): ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ବିଜେଡିର ସିନିଅର ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଇସ୍ତଫା ଦେଇଛନ୍ତି । ବିଜେଡି ମୁଖ୍ୟ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଏକ ପତ୍ର ଲେଖି ସେ ଏହି ପଦରୁ ଇସ୍ତଫା ଦେଇଛନ୍ତି ।
ବିଜେଡିର ସିନିଅର     ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ


ଭୁବନେଶ୍ବର, 25 ନଭେମ୍ବର (ହି.ସ.): ରାଜ୍ୟସଭା

ସାଂସଦ ଦେବାଶିଷ ସାମନ୍ତରାୟ ବିଜେଡିର ସିନିଅର ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଇସ୍ତଫା

ଦେଇଛନ୍ତି । ବିଜେଡି ମୁଖ୍ୟ ତଥା ବିରୋଧୀ ଦଳର ନେତା ନବୀନ

ପଟ୍ଟନାୟକଙ୍କୁ ଏକ ପତ୍ର ଲେଖି ସେ ଏହି ପଦରୁ ଇସ୍ତଫା ଦେଇଛନ୍ତି ।

ସେ କହିଛନ୍ତି ଯେ, ବ୍ୟୁରୋକ୍ରାଟିକ୍ ଦଳ ହୋଇଗଲାଣି ବିଜେଡି। ଯେଉଁ ବିଜୁ ବାବୁଙ୍କ ଆଦର୍ଶରେ ଦଳ

ଗଢ଼ାଯାଇଥିଲା, ଆଉ ସେହି ଆଦର୍ଶ ନାହିଁ। ଦଳରେ କେହି ବିଜୁ ଲୟାଲିଷ୍ଟ ନାହାନ୍ତି କି ନବୀନଙ୍କ ଲୟାଲିଷ୍ଟ

ନାହାନ୍ତି। କିଛି ହାରୁ ନେତା ଏବେ ଦଳକୁ ଚଳାଉଛନ୍ତି। ସେମାନେ ଭାବୁଛନ୍ତି, ପୁଣି ବିଜେଡି ଶାସନ କ୍ଷମତାକୁ ଆସିବ। ଯେଉଁମାନେ ବିଜୁ ବାବୁଙ୍କ ଅନୁଗାମୀ ଥିଲେ ସୋନେ

ଆଜି ବିଜେଡିରେ ନାହାନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande