କେନ୍ଦ୍ରମନ୍ତ୍ରୀ ପ୍ରତାପରାଓ ଯାଦବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 25 ନଭେମ୍ବର (ହି.ସ.)- କେନ୍ଦ୍ରମନ୍ତ୍ରୀ ପ୍ରତାପରାଓ ଯାଦବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରଆୟୁଷ ମନ୍ତ୍ରଣାଳୟର ସ୍ୱତନ୍ତ୍ର ପ୍ରଭାର
କେନ୍ଦ୍ରମନ୍ତ୍ରୀ ପ୍ରତାପରାଓ     ଯାଦବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 25 ନଭେମ୍ବର (ହି.ସ.)- କେନ୍ଦ୍ରମନ୍ତ୍ରୀ ପ୍ରତାପରାଓ ଯାଦବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ

କହିଛନ୍ତି ଯେ, କେନ୍ଦ୍ରଆୟୁଷ ମନ୍ତ୍ରଣାଳୟର ସ୍ୱତନ୍ତ୍ର ପ୍ରଭାର

ରାଷ୍ଟ୍ରମନ୍ତ୍ରୀ ପ୍ରତାପ ରାଓ ଯାଦବଙ୍କୁ ଜନ୍ମଦିନର ଶୁଭେଚ୍ଛା ।

ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଉତମ ସ୍ୱାସ୍ଥ୍ୟ, ଜ୍ଞାନ ଓ ଅଟଳ ଶକ୍ତିପ୍ରଦାନ କରୁନ୍ତୁ,

ଯାହା ଦ୍ୱାରା ଆପଣ

ଦେଶସେବାରେ ନିରନ୍ତର ନିଷ୍ଠାର ସହ ସେବା କରିପାରିବେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande