
ଭୁବନେଶ୍ୱର, 26 ନଭେମ୍ବର (ହି.ସ.) ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଂଗୀତ ନାଟକ
ଏକାଡେମୀ ପକ୍ଷରୁ ବର୍ଷ ୨୦୨୩,୨୦୨୪ ଓ ୨୦୨୫ ନିମନ୍ତେ
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ପୁରସ୍କାର,
ଏକାଡେମୀ
ପୁରସ୍କାର, ଉପାୟନ ଓ କବିଚନ୍ଦ୍ର
କାଳୀଚରଣ ପଟ୍ଟନାୟକ ଯୁବ ପ୍ରତିଭା ପୁରସ୍କାର ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ
ମାଝୀ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ