
ଭୁବନେଶ୍ୱର, 26 ନଭେମ୍ବର (ହି.ସ.) ଆଜି ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ପକ୍ଷରୁ ଜାତୀୟ ଦୁଗ୍ଧ ଦିବସ ପାଳନ କରାଯିବ। ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। କାର୍ଯ୍ୟକ୍ରମ କୃଷି ଶିକ୍ଷା ସଦନ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱରରେ ଏହା ଅନୁଷ୍ଠିତ ହେବ ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ