ଆଜି ପ୍ରଦାନ କରାଯିବ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ଅନୁକମ୍ପାମୂଳକ ନିଯୁକ୍ତି  ପତ୍ର
ଭୁବନେଶ୍ୱର, 26 ନଭେମ୍ବର (ହି.ସ.) ଆଜି ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ୩୪ ଜଣଙ୍କୁ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ କରାଯିବ ଏବଂ ଏଥିସହିତ ବିଦେଶ ଶିକ୍ଷାବୃତ୍ତି ଯୋଜନାର ଶୁଭାରମ୍ଭ ହେବ। ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଉକ୍ତ କାର
ଆଜି ପ୍ରଦାନ କରାଯିବ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ଅନୁକମ୍ପାମୂଳକ ନିଯୁକ୍ତି  ପତ୍ର


ଭୁବନେଶ୍ୱର, 26 ନଭେମ୍ବର (ହି.ସ.) ଆଜି ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ୩୪ ଜଣଙ୍କୁ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ କରାଯିବ ଏବଂ ଏଥିସହିତ ବିଦେଶ ଶିକ୍ଷାବୃତ୍ତି ଯୋଜନାର ଶୁଭାରମ୍ଭ ହେବ। ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande