
ଭୁବନେଶ୍ୱର, 26 ନଭେମ୍ବର (ହି.ସ.)- ପୂର୍ବତନ
ମୁଖ୍ୟମନ୍ତ୍ରୀ ବୀରେନ୍ ମିତ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ
ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଶାର
ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ୍ ମିତ୍ରଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ରାଜ୍ୟର
ବିକାଶ ତଥା ଲୋକଙ୍କ ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା