ପବିତ୍ର ବଡ଼ ଓଷାରଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 4 ନଭେମ୍ବର (ହି.ସ.)- ପବିତ୍ର ବଡ଼ ଓଷାରଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ''ବଡ଼ ଓଷା'' ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ । ମହାଦେବଙ୍
ପବିତ୍ର ବଡ଼ ଓଷାରଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 4 ନଭେମ୍ବର (ହି.ସ.)- ପବିତ୍ର ବଡ଼ ଓଷାରଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ

କହିଛନ୍ତି ଯେ, ପବିତ୍ର 'ବଡ଼ ଓଷା'

ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ । ମହାଦେବଙ୍କ ପାଖରେ ସମସ୍ତଙ୍କ ସୁଖ,

ଶାନ୍ତି ଓ ସମୃଦ୍ଧି କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande