ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 05 ନଭେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଆ କା ମା ବୈ, ପାନ ଗୁଆ ଥୋଇ ପାନ ଗୁଆ ତୋର, ମାସକ ଧରମ ମୋର ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟ ଓ ପରମ୍ପର
ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 05 ନଭେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଆ କା ମା ବୈ, ପାନ ଗୁଆ ଥୋଇ ପାନ ଗୁଆ ତୋର, ମାସକ ଧରମ ମୋର

ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟ ଓ ପରମ୍ପରାର ପର୍ବ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ନୌବାଣିଜ୍ୟ ଆମ ପରମ୍ପରା, ସଂସ୍କୃତି ଓ ଗରିମାମୟ ଅତୀତର ପରିଚୟ । ଏହି ପର୍ବ ସମସ୍ତଙ୍କ ମନରେ ନୂଆ ଆଶା ଓ ଉତ୍ସାହ ଭରିଦେଉ ଏହା ହିଁ ମୋର କାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande