
ଭୁବନେଶ୍ୱର, 05 ନଭେମ୍ବର (ହି.ସ.) କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପବିତ୍ର 'କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ' ଉପଲକ୍ଷେ ହାର୍ଦ୍ଦିକ ଶୁଭକାମନା ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ