ଗୁରୁ ନାନକ ଦେବ ଜୀ ମହାରାଜଙ୍କ ଜୟନ୍ତୀରେ ପ୍ରଣାମ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 05 ନଭେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ ଗୁରୁ ନାନକ ଦେବ ଜୀ ମହାରାଜଙ୍କ ଜୟନ୍ତୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ମହାନ ସନ୍ଥ, ଶିଖ ସମ୍ପ୍ରଦାୟର ପ୍ରଥମ ଗୁରୁ ଶ୍ରୀ ଗୁରୁ ନାନକ ଦେବ ଜୀ ମହାରାଜଙ୍କ ଜୟନ୍ତୀ ଅବସରରେ ତାଙ୍କ ଚରଣରେ
ଗୁରୁ ନାନକ ଦେବ ଜୀ ମହାରାଜଙ୍କ ଜୟନ୍ତୀରେ ପ୍ରଣାମ ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 05 ନଭେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ ଗୁରୁ ନାନକ ଦେବ ଜୀ ମହାରାଜଙ୍କ ଜୟନ୍ତୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ମହାନ ସନ୍ଥ, ଶିଖ ସମ୍ପ୍ରଦାୟର ପ୍ରଥମ ଗୁରୁ ଶ୍ରୀ ଗୁରୁ ନାନକ ଦେବ ଜୀ ମହାରାଜଙ୍କ ଜୟନ୍ତୀ ଅବସରରେ ତାଙ୍କ ଚରଣରେ ଶତ ଶତ ପ୍ରଣାମ। ଗୁରୁଙ୍କ ଆଶୀର୍ବାଦରୁ ସମସ୍ତଙ୍କ ହୃଦୟରେ ପ୍ରେମ ଓ ସେବାର ଦିବ୍ୟ ଜ୍ୟୋତି ପ୍ରଜ୍ୱଳିତ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande