ସରକାରୀ ରେଳବାଇ ଥାନା ଓ ସାମୁଦ୍ରିକ ଥାନା ଅଧିକାରୀଙ୍କ ପାଇଁ କର୍ମଶାଳା କାଲି
ଭୁବନେଶ୍ୱର, ୦୫ ନଭେମ୍ବର (ହି.ସ)- ଆସନ୍ତାକାଲି (ଗୁରୁବାର) ଭୁବନେଶ୍ୱରସ୍ଥିତ ପୋଲିସ ଭବନ ଠାରେ ଓଡିଶା ପୋଲିସ ରେଳବାଇ ଓ ଉପକୂଳ ସୁରକ୍ଷା ମୁଖ୍ୟାଳୟ ଆନୁକୂଲ୍ୟରେ ସରକାରୀ ରେଳବାଇ ଥାନା ଓ ସାମୁଦ୍ରିକ ଥାନା ଅଧିକାରୀଙ୍କ ନିମନ୍ତେ ଏକ କର୍ମଶାଳା ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍
ସରକାରୀ ରେଳବାଇ ଥାନା ଓ ସାମୁଦ୍ରିକ ଥାନା ଅଧିକାରୀଙ୍କ ପାଇଁ କର୍ମଶାଳା କାଲି


ଭୁବନେଶ୍ୱର, ୦୫ ନଭେମ୍ବର (ହି.ସ)- ଆସନ୍ତାକାଲି (ଗୁରୁବାର) ଭୁବନେଶ୍ୱରସ୍ଥିତ ପୋଲିସ ଭବନ ଠାରେ ଓଡିଶା ପୋଲିସ ରେଳବାଇ ଓ ଉପକୂଳ ସୁରକ୍ଷା ମୁଖ୍ୟାଳୟ ଆନୁକୂଲ୍ୟରେ ସରକାରୀ ରେଳବାଇ ଥାନା ଓ ସାମୁଦ୍ରିକ ଥାନା ଅଧିକାରୀଙ୍କ ନିମନ୍ତେ ଏକ କର୍ମଶାଳା ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କର୍ମଶାଳାକୁ ଶୁଭାରମ୍ଭ କରିବେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande