ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ 69 ଟଙ୍କା ଅଧିକ ପାଇବେ ଚାଷୀ
ଭୁବନେଶ୍ୱର, 5 ନଭେମ୍ବର (ହି.ସ.)- ଚାଷୀଙ୍କ ପାଇଁ ଖୁସି ଖବର । ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ 69 ଟଙ୍କା ଅଧିକ ପାଇବେ ଚାଷୀ । ବର୍ଦ୍ଧିତ ଏମଏସପି ଅନୁଯାୟୀ ଚାଷୀଙ୍କୁ ଅଧିକ 69 ଟଙ୍କା ଦେବେ ସରକାର । ଏଣିକି 3100 ବଦଳରେ କ୍ୱିଣ୍ଟାଲ ପିଛା 3169 ଟଙ୍କା ଦେବ
ଚଳିତ ଖରିଫ ଋତୁରେ ଧାନ     କ୍ୱିଣ୍ଟାଲ ପିଛା ଆଉ 69 ଟଙ୍କା       ଅଧିକ ପାଇବେ ଚାଷୀ


ଭୁବନେଶ୍ୱର, 5 ନଭେମ୍ବର (ହି.ସ.)- ଚାଷୀଙ୍କ

ପାଇଁ ଖୁସି ଖବର । ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ 69 ଟଙ୍କା ଅଧିକ ପାଇବେ ଚାଷୀ । ବର୍ଦ୍ଧିତ ଏମଏସପି ଅନୁଯାୟୀ ଚାଷୀଙ୍କୁ ଅଧିକ 69 ଟଙ୍କା ଦେବେ ସରକାର । ଏଣିକି 3100 ବଦଳରେ କ୍ୱିଣ୍ଟାଲ

ପିଛା 3169 ଟଙ୍କା ଦେବେ ସରକାର । ଗ୍ରେଡ଼ ଏ ଧାନ କ୍ୱିଣ୍ଟାଲ ପିଛା

ମିଳିବ 3189 ଟଙ୍କା । ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ

ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କେନ୍ଦ୍ର ସରକାର କ୍ୱିଣ୍ଟାଲ ପିଛା ବର୍ଦ୍ଧିତ ଏମଏସପି 2369 ଟଙ୍କା ସ୍ଥିର କରିଥିବା ବେଳେ ରାଜ୍ୟ ସରକାର କ୍ୱିଣ୍ଟାଲ ପିଛା ଦେଉଛନ୍ତି 800 ଟଙ୍କାର ଇନପୁଟ ସବସିଡ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande