
ଭୁବନେଶ୍ୱର, 5 ନଭେମ୍ବର (ହି.ସ.)- ପବିତ୍ର
କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ
ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର
କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ଅବସରରେ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ
ଶୁଭେଚ୍ଛା ଏବଂ ଶୁଭକାମନା ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା