
ଭୁବନେଶ୍ୱର, 5 ନଭେମ୍ବର (ହି.ସ.)
ଶ୍ରୀମନ୍ଦିରରେ
ଶ୍ରୀଜୀଉଙ୍କ ରାଜାରାଜେଶ୍ୱର ବେଶ
- ଆଜି ପବିତ୍ର
କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନ । ଏହି ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର
ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଆଜି ରାଜାରାଜେଶ୍ୱର ବେଶ ବା ସୁନା ବେଶରେ ଦର୍ଶନ ଦେଉଛନ୍ତି
ଶ୍ରୀଜିଉ । ଦ୍ୱାରଫିଟା ପରେ ସର୍ବସାଧାରଣ ଦର୍ଶନ ଚାଲିଛି । ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ
ମନ୍ଦିରରେ ଲକ୍ଷ ଲକ୍ଷ ଭକ୍ତଙ୍କ ପ୍ରବଳ ଗହଳି ଲାଗିଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା