ପବିତ୍ର କାର୍ତ୍ତିକେଶ୍ଵର ପୂଜାର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 5 ନଭେମ୍ବର (ହି.ସ.)- ପବିତ୍ର କାର୍ତ୍ତିକେଶ୍ଵର ପୂଜାର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର କାର୍ତ୍ତିକେଶ୍ଵର ପୂଜା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦ
ପବିତ୍ର କାର୍ତ୍ତିକେଶ୍ଵର     ପୂଜାର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 5 ନଭେମ୍ବର (ହି.ସ.)- ପବିତ୍ର

କାର୍ତ୍ତିକେଶ୍ଵର ପୂଜାର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର କାର୍ତ୍ତିକେଶ୍ଵର

ପୂଜା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande