
ଭୁବନେଶ୍ୱର, ୦୫ ନଭେମ୍ବର (ହି.ସ)- ଆସନ୍ତାକାଲି (ଗୁରୁବାର) ଓଡିଶା ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାଶଙ୍କ ଶ୍ରାଦ୍ଧ ଦିବସ ପାଳିତ ହେବ। ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାଶଙ୍କ ଶ୍ରାଦ୍ଧ ଅବସରରେ ବାଚସ୍ପତି, ମନ୍ତ୍ରୀମଣ୍ଡଳର ସଦସ୍ୟ, ବିଧାୟକ, ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ପଣ୍ଡିତ ନୀଳକଣ୍ଠଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା